Masthead

୩୮ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଚଣ୍ଡ ଖରାରେ କଲବଲ ହେଉଛି ଓଡ଼ିଶା । ସ୍ୱାଭାବିକଠାରୁ ଅଧିକ ରହୁଛି ପାରଦ । ଗତକାଲି ରାଜ୍ୟର ୫ ସହରର ତାପମାତ୍ରା ୩୮ ଡିଗ୍ରୀ ପାର କରିଥିବାବେଳ ୩୮ ଦଶମିକ ୮ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହର ହୋଇଥିଲା ତାଳଚେର । ପରେ ରହିଥିଲା ରାଜଧାନୀ ଭୁବନେଶ୍ୱର । ରାଜଧାନୀର ଦିନର ସର୍ବୋଚ୍ଚ ତାପମାତ୍ରା ୩୮ ଦଶମିକ ୪ ଡିଗ୍ରୀ ରେକର୍ଡ କରାଯାଇଛି ।

ସେହିପରି ଅନୁଗୁଳରେ ୩୮ ଦଶମିକ ୧, ଝାରସୁଗୁଡ଼ା ଓ ଭଦ୍ରକରେ ୩୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଏବେ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହୁଥିବା ବେଳେ ବାୟୁମଣ୍ଡଳର ଆଦ୍ରତା କମ୍ ରହିଛି । ଫଳରେ ରାଜ୍ୟର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ଅଧିକ ରହୁଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି