Masthead

ନିକୋବରରେ ୫.୦ ତୀବ୍ରତାର ଭୂମିକମ୍ପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିକୋବର ଦ୍ୱୀପପୁଞ୍ଜରେ ଭୂମିକମ୍ପ ଅନୁଭୂତ । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ରିପୋର୍ଟ ଅନୁସାରେ ସକାଳ ପ୍ରାୟ ୫.୭ ସମୟରେ କମ୍ପନ ଅନୁଭୂତ ହୋଇଥିଲା। ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୦ ରହିଛି । ତେବେ ଏପର୍ୟ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇନାହିଁ। ତୁର୍କୀ ଏବଂ ସିରିଆରେ ହୋଇଥିବା ଭୂକମ୍ପ ସମଗ୍ର ବିଶ୍ୱକୁ ଭୟଭୀତ କରିଛି। ପ୍ରାୟ ୫୦ହଜାର ଲୋକଙ୍କ ମୃତ୍ୟୁ ହୋଇଛି । ନିକଟରେ ଭାରତର ମଧ୍ୟ ଅନେକ ସ୍ଥାନରେ ଭୂମିକମ୍ପ ଅନୁଭୂତ ହୋଇଛି । ୨ ଦିନ ପୂର୍ବେ ଓଡ଼ିଶାର କୋରାପୁଟରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ