Masthead

କର୍ଣ୍ଣାଟକବାସୀ ଭାଜପାକୁ ଆଉ ବିଶ୍ୱାସ କରିବେ ନାହିଁ: ଡି.କେ ଶିବକୁମାର

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): ଭାଜପାକୁ କର୍ଣ୍ଣାଟକ କଂଗ୍ରେସ ମୁଖ୍ୟ ଡି.କେ ଶିବକୁମାର ଟାର୍ଗେଟ୍‌। କହିଛନ୍ତି ବିଜେପି କେବଳ ମିଛ ବାଣ୍ଟିବା ଜାଣିଛି । ରାଜ୍ୟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ ବର୍ଷି ଭାଜପା ଲୋକମାନଙ୍କୁ କିପରି ମିଛ କହିବ ତାହା କେବଳ ଜାଣିଛି ବୋଲି ଶିବକୁମାର କହିଛନ୍ତି। କର୍ଣ୍ଣାଟକ କଂଗ୍ରେସ ସଭାପତି ଟୁଇଟର୍‌ରେ କହିଛନ୍ତି, ଲୋକଙ୍କ ମଧ୍ୟରେ ମିଛ ପ୍ରଚାର କରିବା ଏବଂ କୌଣସି ପ୍ରାମାଣିକତା ବିନା ଉଚ୍ଚ ଦାବି କରିବା ଭାଜପା କେବଳ ଜାଣିଛି।

ନିକଟରେ ଭାଜପା ବେଙ୍ଗାଲୁରୁରେ ଏକ ଆଇଫୋନ ଉତ୍ପାଦନ ୟୁନିଟ ଖୋଲି ଏକ ଲକ୍ଷ ଚାକିରି ସୃଷ୍ଟି କରିବାର କଥା ଦେଇଥିଲା, ଯାହା ମିଥ୍ୟା ପ୍ରମାଣିତ ହୋଇସାରିଛି। କର୍ଣ୍ଣାଟକବାସୀ ଭାଜପାକୁ ଆଉ ବିଶ୍ୱାସ କରିବେ ନାହିଁ। ସୂଚନାଯୋଗ୍ୟ, କର୍ଣ୍ଣାଟକରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ବିଭିନ୍ନ ଦଳ ପକ୍ଷରୁ ଏବେ ଲୋକଙ୍କୁ ବିଭିନ୍ନ ପ୍ରତିଶ୍ରୁତି ଦେଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି