Masthead

ଭାରତ ଉପରେ ଆକ୍ରମଣ କରିପାରେ ଚୀନ: ଜିମ ମ୍ୟାଟିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୟୁକ୍ରେନ ଯୁଦ୍ଧକୁ ନେଇ ଉତ୍ସାହିତ ହୋଇ ଭାରତ ଉପରେ ଆକ୍ରମଣ କରିପାରେ ଚାଇନା । ଏଭଳି କହିଛନ୍ତି ଆମେରିକାର ପୂର୍ବତନ ପ୍ରତିରକ୍ଷା ସଚିବ ଜିମ ମ୍ୟାଟିସ । ଚାଇନା ଭାରତ ଉପରେ ଆକ୍ରମଣ କରିବାର ଆଶଙ୍କା ରହିଛି। ମ୍ୟାଟିସ କହିଛନ୍ତି ଯେ ୟୁକ୍ରେନ ଯୁଦ୍ଧ ଉପରେ ଚାଇନା ତୀକ୍ଷଣ ନଜର ରଖିଛି ଏବଂ ଯଦି ରୁଷିଆ ୟୁକ୍ରେନରେ ସଫଳ ହୁଏ ତେବେ ଚାଇନା ମଧ୍ୟ ଏଲଏସିରେ ଉତ୍ତେଜନା ସୃଷ୍ଟି କରି ଭାରତ ଉପରେ ଆକ୍ରମଣ କରିବାକୁ ଉତ୍ସାହିତ ହୋଇପାରେ। ରାଇସିନା ସଂଳାପର ଅଷ୍ଟମ ସଂସ୍କରଣରେ ଏକ କାର୍ୟ୍ୟକ୍ରମରେ ଭାଷଣ ଦେବାବେଳେ ଆମେରିକାର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜିମ ମ୍ୟାଟିସ ଏହି ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ