Masthead

ସ୍ତ୍ରୀକୁ ୫ଖଣ୍ଡ କଲା ସ୍ୱାମୀ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ନୃଶଂସ ସାଜିଲା ସ୍ୱାମୀ । ପରକୀୟା ପ୍ରୀତି ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ଏଭଳି ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି ଛତିଶଗଡ଼ ବିଳାସପୁରରୁ । ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରି ତାଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି ନିଜ ଘରର ପାଣି ଟାଙ୍କିରେ ପକାଇ ଦେଇଥିଲେ। ବର୍ତ୍ତମାନ ପୋଲିସ ଏହି ଘଟଣାର ପର୍ଦ୍ଦାଫାଶ କରି ଅଭିଯୁକ୍ତକୁ ଗିରଫ କରିଛି। ନ୍ୟୁଜ ଏଜେନ୍ସି ଅନୁଯାୟୀ ଏହି ଘଟଣା ବିଲାସପୁରର ଉସଲାପୁରରେ ଘଟିଛି।

କୁହାଯାଉଛି ଯେ ଅଭିଯୁକ୍ତ ପୱନ ଠାକୁର ତାଙ୍କ ସ୍ତ୍ରୀ ସତୀ ସାହୁ ତାଙ୍କୁ ପ୍ରତାରଣା କରୁଛନ୍ତି ବୋଲି ସନ୍ଦେହ କରୁଥିଲେ। ଏହା ପରେ ସେ ସ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିଲେ। ଅଭିଯୁକ୍ତ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରି ମୃତଦେକୁ ଖଣ୍ଡ ଖଣ୍ଡ କରି ଘର ପାଣି ଟାଙ୍କିରେ ପକାଇ ଦେଇଥିଲେ। ପୋଲିସ ମୃତଦେହ ଉଦ୍ଧାର କରିଛି। ପ୍ରାଥମିକ ଅନୁସନ୍ଧାନ ଆଧାରରେ ପୋଲିସ କହିଛି ଯେ ମୃତଦେହକୁ ଏକରୁ ଦୁଇମାସ ପୂର୍ବରୁ ପାଣି ଟାଙ୍କିରେ ପକାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା