Masthead

ବାଣ ବିସ୍ଫୋରଣରେ ୪ ମୃତ

ଟାଙ୍ଗୀ (ବଡ଼ ଖବର ବ୍ୟୁରୋ): ବାଣ ପ୍ରସ୍ତୁତ ବେଳେ ବିସ୍ଫୋରଣ । ୪ ମୃତ, ୪ ଗୁରୁତର । ଏପରି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଭୂଷଣ୍ଡପୁର ଗାଁରେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତମାନଙ୍କ ପରିଚୟ ମିଳିନାହିଁ। ଦୋଳ ପୂର୍ଣ୍ଣିମା ପାଇଁ ଭୂଷଣ୍ଡପୁର ଗାଁରେ ଏକ ଘରେ ବାଣ ପ୍ରସ୍ତୁତି ହେଉଥିଲା। ହଠାତ୍ ସେହି ଘରେ ବାଣ ବିସ୍ଫୋରଣ ହୋଇ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା