Masthead

ରାଜ୍ୟପାଳଙ୍କୁ ଭେଟିଲେ ବିଜେପି ପ୍ରତିନିଧି ଦଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରସଙ୍ଗକୁ ନେଇ ରାଜ୍ୟପାଳଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ବିଜେପି ଟିମ ରାଜ୍ୟପାଳଙ୍କୁ ଭେଟିଛନ୍ତି । ପୋଲିସ ପ୍ରଶାସନ ଉପରେ ବର୍ଷିଛନ୍ତି ଜୟ ନାରାୟଣ । ବିଜେପି କର୍ମୀଙ୍କୁ ଆନ୍ଦୋଳନ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଏବଂ ଗିରଫ କରିବା । ସେହିପରି ଏବିଭିପିର ଦୁଇ ଜଣ ଛାତ୍ର ନେତାଙ୍କୁ ମଧ୍ୟ ଗିରଫ କରିବାକୁ ନେଇ ନିନ୍ଦା କରିଛନ୍ତି ଜୟନାରାୟଣ ।

ଆଇନଶୃଙ୍ଖଳା ନିୟନ୍ତ୍ରଣ କରିବାରେ ପୋଲିସ ବିଫଳ ହୋଇଛି । ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଗଲା । ମମିତା ମେହେର ଓ ମହଙ୍ଗା ଡବଲ ମର୍ଡର ଭଳି ବିଭିନ୍ନ ଘଟଣାରେ ବିଜେଡ଼ି ନେତାଙ୍କ ସମ୍ପୃକ୍ତି ଅଭିଯୋଗ । ରାଜ୍ୟରେ ହତ୍ୟା, ଦୁଷ୍କର୍ମ, ନାରୀ ନିର୍ଯାତନା ଭୟ ଓ ଆତଙ୍କର ବାତାବରଣ ସୃଷ୍ଟି କରିଛି । ୨୦୨୨ରେ ୧୩୭୯ଟି ହତ୍ୟାକାଣ୍ଡ ଓ ୩୧୮୪ ଟି ଦୁଷ୍କର୍ମ ରାଜ୍ୟରେ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ