ପିଟିସନ୍ ଖାରଜ, କୌଣସି ମୁହୂର୍ତ୍ତରେ ଗିରଫ ହୋଇପାରନ୍ତି ଇମ୍ରାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଢ଼ିଲା ଇମ୍ରାନଙ୍କ ଚିନ୍ତା । କୌଣସି ମୁହୂର୍ତ୍ତରେ ଗିରଫ ହୋଇପାରନ୍ତି ଇମ୍ରାନ ଖାନ୍ । ତୋଷଖାନା ମାମଲାରେ ଜାମିନ ବିହୀନ ଗିରଫ ନିଷ୍ପତ୍ତି ବିରୋଧରେ ଇମ୍ରାନ ଦାଖଲ କରିଥିବା ଆବେଦନକୁ ଖାରଜ କରିଛନ୍ତି ଇସଲାମାବାଦ କୋର୍ଟ । ତୋଷଖାନା ମାମଲାରେ ଇମ୍ରାନଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି ହେବା ପରେ ଏହା ବିରୋଧରେ ଇମ୍ରାନଙ୍କ ପକ୍ଷରୁ କୋର୍ଟଙ୍କ ନିକଟରେ ଆବେଦନ କରାଯାଇଥିଲା । ସେପଟେ ମାର୍ଚ୍ଚ ୭ ଅର୍ଥାତ୍ ଆଜି ତାରିଖରେ ଇମ୍ରାନ ଯେମିତି ହେଲେ ବି ହାଜର ହେବେ ବୋଲି ଇମ୍ରାନଙ୍କ ଟିମ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’