Masthead

ରାଜାଧିରାଜ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦୋଳ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ସୁନାବେଶ ବା ରାଜାଧିରାଜ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ରାତି ୧୦ଟା ୩୫ରେ ସୁନାବେଶ ଓଲାଗି ହେବ । ସକାଳ ଧୂପ ସରିବା ପରେ ଦୋଳଗୋବିନ୍ଦ ଶ୍ରୀଦେବୀ ଓ ଭୁଦେବୀଙ୍କ ସହ ଦୋଳବେଦୀକୁ ବିଜେ କରିଥାନ୍ତି । ଘଣ୍ଟାଘଣ୍ଟା, ଶଙ୍ଖ ଓ ହୁଳହୁଳିରେ ପ୍ରକମ୍ପିତ ହୋଇଥାଏ ପରିବେଶ । ହଜାର ହଜାର ଭକ୍ତ ଆଜି ମହାପ୍ରଭୁଙ୍କ ସହ ଫଗୁ ଖେଳିବାର ପରମ୍ପରା ରହିଛି ।

ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୁଦେବୀ ଭୋଇ ପାଇ ଦୋଳବେଦୀକୁ ବିଜେ କରିବା ସମୟରେ ଏପରି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ । ପାଲିଙ୍କିରେ ଝୁଲିଝୁଲି ୨୧ ଘେରା କରିକ୍ରମା କରି ଝୁଲଣ ମଣ୍ଡପକୁ ବିଜେ କରିଥାନ୍ତି ମହାପ୍ରଭୁ ଦୋଳଗୋବିନ୍ଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ