Masthead

ବିନା ଅନୁମତିରେ ଚାଲିଥିଲା ବାଣ କାରଖାନା

ଟାଙ୍ଗୀ (ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ବାଣ ବିସ୍ଫୋରଣ ଘଟଣା । ୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଦୋଳଗୋବିନ୍ଦ ବେହେରା । ଅନ୍ୟ ୨ଜଣ ଏବେ ବି ଗୁରୁତର ଅଛନ୍ତି । ସେମାନେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମୃତକମାାନେ ହେଲେ, ଟାଙ୍ଗୀ ଥାନା ଭୂଷଣ୍ଡପୁରର ନିରଞ୍ଜନ ବେହେରା, ବ୍ରଜ ବେହେରା, ନିରାକାରପୁର ଥାନା ଅଧୀନସ୍ଥ ପାଣ୍ଡବ ପାଟଣାର ସହଦେବ ବେହେରା ଏବଂ କଣାସ ଥାନା ଅଧୀନସ୍ଥ ବାଦୁରାବରର ବୃନ୍ଦାବନ ସାହୁ, ଦୋଳଗୋବିନ୍ଦ ବେହେରା ।

ଦୋଳଗୋବିନ୍ଦଙ୍କର କଟକ ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଘଟଣାସ୍ଥଳରେ ଜୀବନ୍ତ ହରାଇଛନ୍ତି। ଅନ୍ୟ ଦୁଇଜଣ ମହେଶ୍ବର ବେହେରା ଓ ସୁଦର୍ଶନ ବେହେରା ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି