Masthead

ମେଘାଳୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କୋନରାଡ ସାଙ୍ଗମା

ମେଘାଳୟ (ବଡ଼ ଖବର ବ୍ୟୁରୋ): ଦ୍ୱିତୀୟ ଥର ପାଇଁ ଶପଥ ନେଲେ ସାଙ୍ଗମା । ମେଘାଳୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନ୍ୟାସନାଲ ପିପୁଲ୍ସ ପାର୍ଟିର ଅଧ୍ୟକ୍ଷ କୋନରାଡ ସାଙ୍ଗମା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଶପଥ ନେଇଛନ୍ତି। ଏଥିସହ ସେ ଲଗାତର ଦ୍ୱିତୀୟ ଥର ପାଇଁ ମେଘାଳୟର ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି।

କୋନରାଡ ସାଙ୍ଗମାଙ୍କ ବ୍ୟତୀତ ପ୍ରେଷ୍ଟନ୍ ଟିନ୍ସଙ୍ଗ ଏବଂ ସ୍ନିଆବଭାଲାଙ୍ଗ ଧର ମେଘାଳୟର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମତେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡ୍ଡା ମଧ୍ୟ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା