Masthead

ଲାଲୁଙ୍କୁ ଅଢେଇ ଘଣ୍ଟା ପଚରାଉଚରା

ପାଟନା(ବଡ଼ ଖବର ବ୍ୟୁରୋ): ଲାଲୁଙ୍କୁ ଅଢେଇ ଘଣ୍ଟା ପଚରାଉଚରା କରିଛି ସିବିଆଇ । ଜମି ବଦଳରେ ଚାକିରି ମାମଲାରେ ମଙ୍ଗଳବାର ସିବିଆଇର ଏକ ଟିମ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ପଚରାଉଚରା କରିଛନ୍ତି । ଲାଲୁଙ୍କ ଦିଲ୍ଲୀ ସ୍ଥିତ ଘରେ ପ୍ରାୟ ଅଢେଇ ଘଣ୍ଟାକାଳ ସିବିଆଇ ପଚରାଉଚରା କରିଛି । ଏହି ମାମଲାରେ ସୋମବାର ଲାଲୁଙ୍କ ପତ୍ନୀ ରାବ୍ରି ଦେବୀଙ୍କୁ ବି ସିବିଆଇ ପାଟନାରେ ପଚରାଉଚରା କରିଥିଲା । ପ୍ରାୟ ୪ ଘଣ୍ଟା ପର୍ୟ୍ୟନ୍ତ ପଚରା ଉଚରା ଚାଲିଥିଲା । ରାଉଜ ଏଭେନ୍ୟୁ କୋର୍ଟ ଏହି ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ହାଜର ହେବାକୁ ସମନ ଜାରି କରିଥିଲେ । ସିବିଆଇ ଏହି ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କୁ ପାଟନା ସ୍ଥିତ ତାଙ୍କ ଘରେ ସୋମବାର ପଚରା ଉଚରା କରିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ