Masthead

ବର୍ଡର-ଗାଭାସ୍କର ଟ୍ରଫିର ଶେଷ ମ୍ୟାଚ୍, ଦେଖୁଛନ୍ତି ଦୁଇ ପ୍ରଧାନମନ୍ତ୍ରୀ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ):ଚାଲିଛି ବର୍ଡର-ଗାଭାସ୍କର ଟ୍ରଫିର ଶେଷ ମ୍ୟାଚ୍ । ଟସ୍ ଜିତି ଅଷ୍ଟ୍ରେଲିଆ ଭାରତ ବିପକ୍ଷରେ ବ୍ୟାଟିଙ୍ଗ୍‌ କରୁଛି। ମ୍ୟାଚ ଦେଖୁଛନ୍ତି ଦୁଇ ଦେଶର ପ୍ରଧାନମନ୍ତ୍ରୀ । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲ୍‌ବେନ୍‌ସି ଅତିଥି ରୂପେ ଷ୍ଟାଡିୟମ୍‌ରେ ପହଞ୍ଚିଥିଲେ।

ଭାରତୀୟ ସଂସ୍କୃତିକୁ ପ୍ରତିପାଦନ କରୁଥିବା ଏକ ସୁନ୍ଦର କଳାକୃତି ଉପହାର ଦେଇ ‘ବିସିସିଆଇ’ ଅଧ୍ୟକ୍ଷ ରୋଜର୍‌ ବିନ୍ନି ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲ୍‌ବେନ୍‌ସିଙ୍କୁ ସ୍ବାଗତ କରିଥିଲେ। ସେହିପରି, ଭାତର ଅଧିନାୟକ ରୋହତି ଶର୍ମାଙ୍କୁ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆର ଅଧିନାୟକ ଷ୍ଟଭ୍‌ ସ୍ମିଥ୍‌ଙ୍କୁ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲ୍‌ବେନ୍‌ସି ‘କ୍ୟାପ୍‌’ ପ୍ରଦାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ