Masthead

ନବ ଦାସ ହତ୍ୟା ଘଟଣାରେ ଜୟନାରାୟଣଙ୍କ ନୂଆ ଥିଓରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟା ଘଟଣାରେ ପୁଣି ନୂଆ ଥିଓରି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଆଣିଲେ ନୂଆ ଥିଓରୀ । ତଦନ୍ତବେଳେ ଗୋପାଳଠୁ ଡ଼ାଏରି ମିଳିଥିଲା ବୋଲି ପୋଲିସ କହିଥିଲା । ନବ ହତ୍ୟାକାଣ୍ଡରେ ଡାଏରି ଥିଓରି ସନ୍ଧେହ ଅଧିକ ଘନୀଭୂତ କରୁଛି । ଗୋପାଳ ଏତେ ବଡ଼ ଲୋକ ନୁହେଁ ଯେ ଡାଏରି ଲେଖିବ । ଗୋପାଳ ଜରିଆରେ ଏବେ ଡାଏରିରେ ଲେଖି ନବ ହତ୍ୟାକାଣ୍ଡକୁ ଚପେଇବାକୁ ଉଦ୍ୟମ ହେଉଛି। ସେଥିରେ ନବ ଚରିତ୍ର, ଗୋପାଳର ରାଗ ଉପରେ ଲେଖାଇଦେବେ ।

ଅଭିଯୁକ୍ତକୁ ବଞ୍ଚେଇବାକୁ ଉଦ୍ୟମ କରୁଛନ୍ତି ସରକାର । ତେଣୁ ଏଥିରୁ ସ୍ପଷ୍ଟ ହେଉଛି ନବ ହତ୍ୟାକାଣ୍ଡରେ ବଡ଼ ଷଡ଼ଯନ୍ତ୍ର ରହିଛି। ଆଇନଶୃଙ୍ଖଳା ନେଇ ଆମେ ଯେଉଁ ପ୍ରସଙ୍ଗ ଉଠାଇଥିଲୁ ତାହାର ନିର୍ୟ୍ୟାସ ବହାରିନି । ସରକାର ଗୋପାଳକୁ ପାଗଳ କରିବାକୁ ଚାହୁଁଥିଲେ । କୋର୍ଟ ଏବଂ ଡାକ୍ତର ଟିମ କହି ଦେଲେ ସେ ପାଗଳ ନୁହେଁ । ତେବେ ପୁଣି କ୍ରାଇମବ୍ରାଞ୍ଚ କହିଁକି ବାଙ୍ଗାଲୋର ନେବାକୁ । ଏହା ସହ ଖଣି ଖଦାନ ଲୁଟ, ଜଙ୍ଗଲ ନିଆଁ, ହାତୀ ମୃତ୍ୟୁ,ଚାଷୀ ସମସ୍ୟା କଥା ବି ବିଧାନସଭା ରେ ଉଠିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର