Masthead

ସଂନ୍ଧ୍ୟା ୬ରେ ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ସଂନ୍ଧ୍ୟା ୬ଟାରେ ବସିବ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର । ସ୍ୱାସ୍ଥ୍ୟ, କୃଷି, ପାଣି, ଗମନାଗମନ, ଶିଳ୍ପକୁ ନେଇ ଦିଆଯାଇଥିବା ପ୍ରସ୍ତାବ ଉପରେ ବାଜିପାରେ ମୋହର । ସେପଟେ କାଲିଠୁ ଆରମ୍ଭ ହେଉଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା