Masthead

ଜେଲରେ ସିସୋଦିଆଙ୍କୁ ଦ୍ୱିତୀୟ ଥର ଜେରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗୁରବାର ତିହାର ଜେଲ୍‌ରେ ପ୍ରବର୍ତ୍ତନ ନିଦେ୍ର୍ଦଶାଳୟ(ଇଡି) ଦ୍ୱିତୀୟ ଥର ପାଇଁ ପଚରାଉଚରା କରିଛି । ସରକାରୀ ସୂତ୍ରରୁ ମିଳିଥିବା ଖବର ଅନୁସାରେ ଦିଲ୍ଲୀ ଅବକାରୀ ନୀତିରେ ହୋଇଥିବା ଅନିୟମିତତା ଅଭିଯୋଗ ଉପରେ ଏହି ପଚରାଉଚରା କରାଯାଉଛି ।

ଏହା ପୂର୍ବରୁ ମଙ୍ଗଳବାର ବି ସିସୋଦିଆଙ୍କୁ ଇଡି ଜେଲରେ ପ୍ରାୟ ୬ ଘଣ୍ଟା ଜେରା କରିଥିଲା । ଏହି ମାମଲାରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଝିଅ କେ କବିତାଙ୍କୁ ଆଜି ଜେରା କରିବାର ଥିଲା । ହେଲେ ସେ ଇଡିକୁ ୧୧ ମାର୍ଚ୍ଚରେ ଉପସ୍ଥିତ ରହିବାକୁ ଅନୁରୋଧ କରିଥିଲେ । ତାଙ୍କର ଏହି ଅନୁରୋଧକୁ କେନ୍ଦ୍ରୀୟ ଏଜେନ୍ସି ସ୍ୱୀକାର କରି ନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି