Masthead

ସାଇବର ଠକଙ୍କ ଜାଲରେ ଦୀପାଲି

ଝାରସୁଗୁଡା(ବଡ଼ ଖବର ବ୍ୟୁରୋ): ସାଇବର ଠକେଇର ଶିକାର ହେଲେ ନବ ଦାସଙ୍କ ଝିଅ ଦୀପାଲି ଦାସ । ମାର୍ଚ୍ଚ ୬ରେ ସେ ସାଇବର ଠକେଇର ଶିକାର ହୋଇଥିବା ଜଣାପଡିଛି । ଏ ନେଇ ସେ ସମ୍ବଲପୁର ଅଇଁଠାପଲି ଥାନାରେ ଏତଲା ଦେଇଛନ୍ତି । ଯେଉଁଥିରେ ସେ କହିଛନ୍ତି, ତାଙ୍କ ପାଖକୁ ଏକ ଅଜଣା ନମ୍ବରରୁ ଓଟିପି ଆସିଥିଲା । ହେଲେ ସେ ସେହି ଓଟିପିକୁ କାହା ସହ ସେୟାର କରିନଥିଲେ ।

କିନ୍ତୁ ଦୁଇଟି ପର୍ୟ୍ୟାୟରେ ଆକାଉଣ୍ଟରୁ ପ୍ରଥମେ ଲକ୍ଷେ ପରେ ୫୦ ହଜାର ଟଙ୍କା କଟିଯାଇଥିବା ଦୀପାଲି ଏତଲାରେ ଦର୍ଶାଇଛନ୍ତି । ଝାରସୁଗୁଡାରେ ଦୀପାଲି ରହୁଥିଲେ ମଧ୍ୟ ସମ୍ବଲପୁର ମୋଦିପଡା ହେଉଛି ତାଙ୍କ ପୈତୃକ ଘର । ଅଇଁଠାପାଲିରେ ଥିବା ଆଇସିଆଇସିଆଇ ବ୍ୟାଙ୍କରେ ତାଙ୍କର ଆକାଉଣ୍ଟ ରହିଛି । ପୋଲିସ ଦୀପାଲିଙ୍କ ଏତଲାକୁ ଗ୍ରହଣ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା