Masthead

୩୬ ଘଣ୍ଟା ପରେ ଲିଭିଲା ନିଆଁ

ପୁରୀ (ବଡ଼ ଖବର ବ୍ୟୁରୋ): ୩୬ ଘଣ୍ଟା ପରେ ନିଆଁ ଲିଭିଲା । ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁ ସମ୍ପୂର୍ଣ୍ଣ ଲିଭିଲା । ସୂଚନା ଦେଲେ ଫାୟାର ଅଫିସର ରମେଶ ଚନ୍ଦ୍ର ମାଝୀ । ୩୬ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମରେ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ । ୩୬ ଘଣ୍ଟା ବିତିଥିଲେ ବି ଅଗ୍ନିକାଣ୍ଡ ସ୍ଥଳରୁ ଧୂଆଁ ବାହାରୁଥିଲା । ଯାହାକୁ ନେଇ ନାକେଦମ ହୋଇଥିଲା ଅଗ୍ନିଶମ କର୍ମଚାରୀ । ନିଆଁରେ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪୩ ଦୋକାନ ପୋଡ଼ି ଛାରଖାର ହୋଇଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା