Masthead

ପିଲାମାନେ ପରୀକ୍ଷାରେ ଭଲ କରିବେ: ସମୀର ରଞ୍ଜନ ଦାଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରୀକ୍ଷା କେନ୍ଦ୍ର ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଆଜି ଠାରୁ ଆରମ୍ଭ ହୋଇଛି ମାଟ୍ରିକ ସମେଟିଭ ୨ ପରୀକ୍ଷା। ଭୁବନେଶ୍ୱର ଡୁମଡୁମା ନିକଟରେ ଥିବା ସୟଦ ମମତାଜ ଅଲି ହାଇସ୍କୁଲ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଶାନ୍ତି ଶୃଙ୍ଖଳା ସହ ପରୀକ୍ଷା ଆରମ୍ଭ ହୋଇଛି। ପିଲାମାନେ ପ୍ରଶ୍ନ ପତ୍ର ପାର୍ଟନ ପୂର୍ବରୁ ଜାଣିଛନ୍ତି।

ସମେଟିଭ ୧ ପରୀକ୍ଷା ଦେଇଛନ୍ତି। ତେଣୁ ଡ଼ରିବାର ଆଵଶ୍ୟକତା ନାହିଁ। ପିଲାମାନେ ନିଶ୍ଚିତ ଭାବେ ଭଲ କରିବେ ବୋଲି କହିଛନ୍ତି ମନ୍ତ୍ରୀ । ପରୀକ୍ଷା ସମୟରେ ଛାତ୍ର ଛତ୍ରୀମାନଙ୍କୁ ପଥଭ୍ରଷ୍ଟ କରିବା ପାଇଁ କିଛି ଅସମାଜିକ ବ୍ୟକ୍ତି ସୋସିଆଲ ମିଡ଼ିଆ ରେ ପ୍ରଶ୍ନପତ୍ର ଭାଇରାଲ କରିଥାନ୍ତି। ସାଇବର ଥାନାରେ ଏତଲା ଦିଆଯାଇଛି। ଯେଉଁମାନେ ଏଭଳି କରୁଛନ୍ତି ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା