Masthead

୫ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହଠାତ ବଦଳିଗଲା ପାଗ । ପଶ୍ଚିମା ଝଡ଼ ପ୍ରଭାବରେ ବଦଳି ଗଲା ପାଗ । ଆସନ୍ତା ୨୪ ଘଣ୍ଟା ଭିତରେ ୫ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାଣ୍ଣିଂ । ଏହି ୫ ଜିଲ୍ଲାର ବିଭିନ୍ନ ସ୍ଥାନେରେ ଘଡ଼ଘଡ଼ି ସହ ବର୍ଷାର ପୁର୍ବାନୁମାନ କରିଛି ପାଣିପାଗ ବିଭାଗ । ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ପାଗ ମେଘୁଆ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ