Masthead

ଗୃହରେ ବିରୋଧୀଙ୍କ ହୋହଲ୍ଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ଗୃହରେ ବିରୋଧୀଙ୍କ ହଟ୍ଟଗୋଳ । ପ୍ରଶ୍ନକାଳ ଆରମ୍ଭରୁ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପ୍ରସଙ୍ଗ ଉଠାଇ ଗୃହରେ ବିରୋଧୀଙ୍କ ହୋହଲ୍ଲା । କଂଗ୍ରେସ ଓ ବିଜେପି ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ ବିରୋଧୀ । ଦିନ ୧୧.୩୦ ଯାଏ ଗୃହ ମୁଲତବି କଲେ ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ