Masthead

କମିଟି କରିବ ପୁରୀ ଅଗ୍ନିକାଣ୍ଡର ତଦନ୍ତ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ଅଗ୍ନିକାଣ୍ଡର ତଦନ୍ତ ପାଇଁ ଗଠନ ହେଲା କମିଟି । ଅଗ୍ନିକାଣ୍ଡର କ୍ଷୟକ୍ଷତିର ଆକଳନ ଓ କେଉଁ ପରିସ୍ଥିତିରେ ନିଆଁ ଲାଗିଲା କମିଟି କରିବ ତଦନ୍ତ । ପୁରୀ ଉପଜିଲ୍ଲାପଳଙ୍କ ଅଧ୍ୟକ୍ଷତାରେ ଗଠନ ହୋଇଛି କିମିଟି । ଏହି ଟିମରେ ତହସିଲଦାର ଟାଉନ ଥାନା ଆଇଆଇସି ଓ ଫାୟାର ଅଫିସର ସଦସ୍ୟ ଅଛନ୍ତି । ପୁରୀ ବଡ଼ଦାଣ୍ଡର ମରିଚିକୋଟ ଛକରେ ଥିବା ଲକ୍ଷ୍ମୀ ମାର୍କେଟ କପ୍ଲେସରେ ବୁଧବାର ରାତିରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା ।

ତିନି ମହଲା ବିଶିଷ୍ଟ ଏହି କପ୍ଲେକସରେ ହୋଟେଲ ଗୋଟିଏ ବ୍ୟାଙ୍କ ଓ ଅନେକ ଦୋକାନ ଥିଲା । ଅଗ୍ନିକାଣ୍ଡ ଯୋଗୁଁ ସବୁ ଜଳିପୋଡି ପାଉଁଶ ହୋଇଯାଇଛି । ୧୬୦ ଅଗ୍ନିଶମ କର୍ମଚାରୀ , ୧୨ ଦମକଳ ଗାଡ଼ି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲେ । ଦୀର୍ଘ ୩୬ ଘଣ୍ଟାର ପରିଶ୍ରମ ପରେ ନିଆଁ ଲିଭିଛି । ନିଆଁ ଲାଗି ୫ କୋଟି ଟଙ୍କାର ସମ୍ପତି ଭଷ୍ମ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ