ବିଜେପିକୁ ଝଟକା, କଂଗ୍ରେସରେ ଯୋଗ ଦେଲେ ପୁଟ୍ଟନା

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): ବିଜେପିକୁ ଝଟକା, କଂଗ୍ରେସରେ ଯୋଗ ଦେଲେ ପୁଟ୍ଟନା । କର୍ଣ୍ଣାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଭାରତୀୟ ଜନତା ପାର୍ଟିକୁ ଏକ ବଡ଼ ଝଟ୍‌କା ଲାଗିଛି।  ବିଧାନ ପରିଷଦର ଚାରିଥର ସଦସ୍ୟ ଥିବା ଭେଟେରାନ ଭାଜପା ନେତା ପୁଟ୍ଟନା ନିଜ ପଦବୀ ତଥା ଦଳରୁ ଇସ୍ତଫା ଦେଇଛନ୍ତି । ପରେ କଂଗ୍ରେସରେ ଯୋଗ ଦେଇଛନ୍ତି। ତାଙ୍କୁ ଏଆଇସିସି ସାଧାରଣ ସମ୍ପାଦକ ରଣଦୀପ ସିଂ ସୁରଜେୱାଲା, ଏଲଓପି ସିଦ୍ଦରମୈୟା ଏବଂ କର୍ନାଟକ କଂଗ୍ରେସ ସଭାପତି ଡି.କେ ଶିବକୁମାର ପ୍ରଦାନ କରିଥିଲେ।

ଗୋଟିଏ ଦିନ ପୂର୍ବରୁ ପୁଟ୍ଟନା ‘ବ୍ୟକ୍ତିଗତ କାରଣ’ ଦର୍ଶାଇ ଏମଏଲସି ଏବଂ ଭାଜପାର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଥିଲେ।ପୁଟ୍ଟନା ବିଧାନ ପରିଷଦର ଚାରିଥର ସଦସ୍ୟ ରହିଛନ୍ତି। ସେ ବେଙ୍ଗାଲୁରୁ ସହରାଞ୍ଚଳ, ବେଙ୍ଗାଲୁରୁ ଗ୍ରାମୀଣ ଏବଂ ରାମନଗର ଜିଲାର ଶିକ୍ଷକ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଅକ୍ଟୋବର ୨୦୨୨ରେ ପୁଟ୍ଟନା ବିଧାନ ପରିଷଦକୁ ପୁନଃନିର୍ବାଚିତ ହୋଇଥିଲେ ଏବଂ ତାଙ୍କର କାର୍ୟ୍ୟକାଳ ଅକ୍ଟୋବର ୨୦୨୬ରେ ଶେଷ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ