Masthead

ରାକେଶ ଟିକାୟତଙ୍କ ପରିବାରକୁ ହତ୍ୟା ଧମକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ କୃଷକ ୟୁନିୟନର ରାଷ୍ଟ୍ରୀୟ ପ୍ରବକ୍ତା ରାକେଶ ଟିକାୟତ ଓ ତାଙ୍କ ପରିବାରକୁ ପୁଣିଥରେ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଛି । ବୁଧବାର ରାତିରେ ବିକେୟୁର ଅଧ୍ୟକ୍ଷ ନରେଶ ଟିକାୟତଙ୍କ ପୁଅ ଗୌରବ ଟିକାୟତଙ୍କ ଫୋନକୁ ଫୋନ କରି ଏହି ଧମକ ଦିଆଯାଇଛି । ସେ ତାଙ୍କ ଗାଁ ସିସୌଲିରେ ଥିଲାବେଳ ତାଙ୍କୁ ଧମକ ମିଳିଛି । ପରେ ସେ ଫୋନ ସୁଇଚ୍ ଅଫ୍ କରିଦେଇଥିଲେ ।

କିନ୍ତୁ ତାଙ୍କ ଫୋନକୁ କିଛି ଧମକପୂର୍ଣ୍ଣ ମେସେଜ ଆସିଥିଲା । ଏହାକୁ ନେଇ ଟିକାଏତ ପରିବାର ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ଅଭିଯୋଗ କରିଛନ୍ତି । ଏହାପୂର୍ବରୁ ବି ରାକେଶ ଟିକାଏତଙ୍କ ପରିବାରକୁ ହତ୍ୟା ଧମକ ଦିଆଯାଇଥିଲା । ଏଥରର ଧମକକୁ ନେଇ ରାକେଶ ଟିକାୟତ କହିଛନ୍ତି, ପୂର୍ବରୁ ବି ତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଥିଲା । କେବେ ଛୁରୀରେ ତ କେବେ ଗୁଳି କରି ମାରିଦେବାକୁ ଧମକ ଦିଆଯାଇଥିଲା । ହେଲେ ଏଥର ବୋମାରେ ଉଡାଇ ଦେବାକୁ ଧମକ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା