Masthead

ଲାଲୁଙ୍କ ସର୍ମ୍ପକୀୟଙ୍କ ଘରେ ଇଡିର ଚଢାଉ

ବିହାର (ବଡ଼ ଖବର ବ୍ୟୁରୋ): ଆରଜେଡି ନେତା ଲାଲୁ ଯାଦବଙ୍କ ସର୍ମ୍ପକୀୟଙ୍କ ସମେତ ୧୫ ସ୍ଥାନରେ ଚଢାଉ କରିଛି ଇଡି । ଜମି ବଦଳରେ ଚାକିରି ଦେବା ମାମଲାରେ ଶୁକ୍ରବାର ଇଡି ଆରଜେଡି ନେତା ଲାଲୁ ଯାଦବଙ୍କ ସମ୍ପର୍କୀୟଙ୍କ ଘର ସମେତ ୧୫ଟି ସ୍ଥାନରେ ଚଢାଉ କରିଛି। ବିହାର, ଦିଲ୍ଲୀ ଏବଂ ଉତ୍ତରପ୍ରଦେଶର ଅନେକ ସ୍ଥାନରେ ଇଡି ପକ୍ଷରୁ ଏହି ଚଢାଉ କରାଯାଇଛି। ଏଥିସହ ଲାଲୁଙ୍କ ସହଯୋଗୀ ତଥା ଆରଜେଡିର ପୂର୍ବତନ ବିଧାୟକ ଅବୁ ଦୋଜାନାଙ୍କ ବାସଭବନରେ ମଧ୍ୟ ଇଡି ଚଢାଉ କରିଥିବା ଜଣାପଡିଛି। ଏହି ମାମଲାକୁ ନେଇ ଏହାପୂର୍ବରୁ ସିବିଆଇ ସୋମବାର ପାଟନାରେ ରାବ୍ରି ଦେବୀଙ୍କ ଘରେ ପହଞ୍ଚି ପଚରାଉଚରା କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ