Masthead

ନ୍ୟୁୟର୍କ ଟାଇମ୍ସ ଉପରେ ଅଭିଯୋଗ ଆଣିଲେ ଅନୁରାଗ ଠାକୁର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଶୁକ୍ରବାର ନ୍ୟୁୟର୍କ ଟାଇମ୍ସ ସମେତ ବିଦେଶୀ ମିଡିଆ ଉପରେ ଅଭିଯୋଗ ଆଣିଛନ୍ତି । ଏମାନେ ଭାରତ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦୁଷ୍ପ୍ରଚାର କରିଥିବା ଅଭିଯୋଗ କରିଛନ୍ତି ଠାକୁର । ଟୁଇଟ କରି ମନ୍ତ୍ରୀ ଦେଶ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଦନାମ କରିଥିବା ବିଦେଶୀ ମିଡିଆକୁ ତାତ୍ସଲ୍ୟ କରିଛନ୍ତି । ଅନୁରାଗ ଠାକୁର ଲେଖିଛନ୍ତି ଯେ ନ୍ୟୁୟର୍କ ଟାଇମ୍ସ ବହୁ ପୂର୍ବରୁ ନିରପେକ୍ଷତା ଛାଡି ଭାରତ ବିଷୟରେ କିଛି ପ୍ରକାଶ କରିଥିଲା । କଶ୍ମୀରରେ ପ୍ରେସ ସ୍ୱାଧିନତା ଉପରେ ନ୍ୟୁୟର୍କ ଟାଇମ୍ସର ତଥା କଥିତମତ ଭାରତ ତଥା ଏହାର ଗଣତାନ୍ତ୍ରିକ ଅନୁଷ୍ଠାନ ଓ ମୂଲ୍ୟବୋଧ ବିଷୟରେ ପ୍ରଚାରର ଏକ ଅଂଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ