Masthead

ଆସିଲା ଚିନ୍ମୟୀଙ୍କ ଡାଏଟମ ଟେଷ୍ଟ ରିପୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଏସ୍ପି ଯାହା କହିଥିଲେ ସତ ହେଲା । ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ପ୍ରୟଦର୍ଶିନୀଙ୍କୁ ହତ୍ୟା କରାଯାଇ ନାହିଁ । ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ହୋଇଛି । ଏସ୍ପି ଯାହା କହିଥିଲେ ଡାଏଟମ ରିପୋର୍ଟରେ ସମାନ କଥା ଉଲ୍ଲେଖ କରାଯାଇଛି । ପାଣିରେ ବୁଡ଼ି ଚିନ୍ମୟୀଙ୍କ ମୃତୁ୍ୟ ହୋଇଥିବା ଶବବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା । ଶବବ୍ୟବଚ୍ଛେଦ ରିପୋର୍ଟ ଓ ଡାଏଟମ ଟେଷ୍ଟ ରିପୋର୍ଟରେ ସମାନ କଥା ଉଲ୍ଲେଖ ରହିଛି । ଏବେ ଭିସେରା ଟେଷ୍ଟ ରିପୋର୍ଟକୁ ଅପେକ୍ଷା । ତେବେ ସେ ପାଣିରେ କାହିଁକି ଓ କେମିତି ବୁଡ଼ିଲେ ତାହାର ଉତ୍ତର ବି ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ