Masthead

ତେଜସ୍ୱୀଙ୍କୁ ସିବିଆଇ ନୋଟିସ

ପାଟନା (ବଡ଼ ଖବର ବ୍ୟୁରୋ): ଜମି ପାଇଁ ଚାକିରି ମାମଲାରେ ବିହାରର ଡେପୁଟି ସିଏମ ତଥା ଆରଜେଡି ନେତା ତେଜସ୍ୱୀ ଯାଦବଙ୍କୁ ସିବିଆଇ ନୋଟିସ କରିଛି । ଦ୍ୱିତୀୟ ଥର ପାଇଁ କେନ୍ଦ୍ରୟ ତଦନ୍ତକାରୀ ସଂସ୍ଥା ତେଜସ୍ୱୀଙ୍କୁ ଏହି ମାମଲାରେ ନୋଟିସ କରିଛି । ପ୍ରଥମ ଥର ପାଇଁ ଫେବୃଆରୀ ୪ରେ ତେଜସ୍ୱୀଙ୍କୁ ସିବଆଇ ନୋଟିସ କରିଥିଲା । ଚାକିରି ପାଇଁ ଜମି ଦୁର୍ନୀତି ମାମଲାରେ ଗତକାଲି ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଆରଜେଡି ନେତା ତଥା ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ଚଢ଼ଉ କରିଥିଲା । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ରାବଡ଼ି ଦେବୀଙ୍କୁ ଏହି ମାମଲାରେ ପୃଥକ୍‌ ଭାବେ ସିବିଆଇ ଜେରା କରିବାପରେ ତେଜସ୍ବୀଙ୍କ ବାସଭବନରେ ଇଡି ଚଢ଼ଉ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼