Masthead

ଭିତରକନିକା ମହୋତ୍ସବ, ଝୁମିଲେ ଦର୍ଶକ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଆରମ୍ଭ ହେଲା ଭିତରକନିକା ମହୋତ୍ସବ । ରଙ୍ଗାରଙ୍ଗ କାର୍ୟ୍ୟକ୍ରମରେ ଝୁମିଲେ ଦର୍ଶକ । ତିନିଦିନ ଧରି ଚାଲିବ ଏହି ମହୋତ୍ସବ । ଦ୍ୱିତୀୟ ବର୍ଷ ପାଇଁ ରଙ୍ଗ ବେରଙ୍ଗର ଆଲୋକମାଳାରେ ସଜେଇ ହୋଇଛି ଭିତରକନିକା । ୨୦୨୦ ମସିହାରେ ଆରମ୍ଭ ହୋଇଥିବା ଭିତରକନିକା ମହୋତ୍ସବ କୋଭିଡି ଯୋଗୁଁ ବନ୍ଦ ରଖାଯାଇଥିଲା । ଚଳିତବର୍ଷ ପୁଣିଥରେ ଏହି ମହୋତ୍ସବ ଆରମ୍ଭ କରାଯାଇଛି ।

ମହୋତ୍ସବକୁ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ଉଦଘାଟନ କରିଥିଲେ । ଇଣ୍ଡିଆ ଟୁଡେ ପକ୍ଷରୁ ଭିତରକନିକାକୁ ମିଳିଥିବା ଶ୍ରେଷ୍ଠ ପର୍ୟ୍ୟଟନ ସ୍ଥଳୀର ମନ୍ୟତା ଟ୍ରଫିକୁ କେନ୍ଦ୍ରାପଡାବାସୀଙ୍କ ଉଦ୍ଦେଶ୍ୟରେ ସେ ସମର୍ପଣ କରିଥିଲେ । ଏହି ମହୋତ୍ସବ ତିନିଦିନ ଧରି ଚାଲିବ । ସନ୍ଧ୍ୟାରେ ରାଜ୍ୟ ଓ ରାଜ୍ୟ ବାହାରୁ ଆସିଥିବା କଳାକାରମାନଙ୍କ ନୃତ୍ୟ ଓ ସଙ୍ଗୀତରେ ଝୁମିଥିଲେ ଦର୍ଶକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ