Masthead

ଶୋଇଥିବା ବେଳେ ଜଳିଗଲେ ପରିବାରର ୫ ସଦସ୍ୟ

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଘରେ ଶୋଇଥିବା ବେଳେ ଜଳିଗଲେ ପରିବାରର ୫ ସଦସ୍ୟ । ଏଭଳୀ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କାନପୁରର ଦେହତରେ । ଅଗ୍ନିକାଣ୍ଡରେ ସ୍ୱାମୀ, ସ୍ତ୍ରୀ ଏବଂ ତିନି ନିରୀହ ପିଲାଙ୍କର ମୃତ୍ୟୁ ଘଟିଛି । ଶନିବାର ବିଳମ୍ବିତ ରାତିରେ ନିଆଁ ଲାଗିଥିଲା । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା କୁହାଯାଉଛି । ଗୋଟିଏ ପରିବାରର ୭ ଜଣ ନିଆଁରେ ଫସିଥିବା ବେଳେ ଜଣେ ବୃଦ୍ଧ ମହିଳା ଏବଂ ଏକ ନବଜାତ ଶିଶୁକୁ ନିଆଁରୁ ଉଦ୍ଧାର କରାଯାଇଛି । ଉଭୟଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନିଆଁର ପ୍ରକୋପ ଏତେ ଥିଲା ଆୟତ କରିବା ଅସମ୍ଭବ ହୋଇପଡ଼ିଥିଲା । ଖବର ପାଇ ଜିଲ୍ଲାର ଡିଏମ ଏବଂ ଏସପି ଘଟଣା ସ୍ଥଳରେ ପହଞ୍ଚିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ