Masthead

ମୋଦି ଷ୍ଟାଡିୟମରେ କୋହଲିଙ୍କ ଶତକ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ):  ଅହମଦାବାଦ ଟେଷ୍ଟରେ କୋହଲିଙ୍କ ଲଢୁଆ ଶତକ । ଟେଷ୍ଟ କ୍ୟାରିଅରର ୨୮ତମ ଶତକ ହାସଲ କରିଛନ୍ତି କୋହଲି । ଦୀର୍ଘ ୩ ବର୍ଷର ବ୍ୟବଧାନ ପରେ ଟେଷ୍ଟରେ ଶତକ ପୂରଣ କଲେ କୋହଲି । ୨୦୧୯ ନଭେମ୍ବର ପରେ ଟେଷ୍ଟରେ ୩ ଅଙ୍କ ଛୁଇଁଲେ । ଅର୍ନ୍ତଜାତୀୟ କ୍ରିକେଟରେ ୭୫ତମ ଶତକ କରିବାର ରେକର୍ଡ ହାସଲ କଲେ ବିରାଟ ।

ଓଡିଆଇରେ ୪୬, ଟେଷ୍ଟରେ ୨୮ଟି , ଟି-୨୦ରେ ଗୋଟିଏ ଶତକ ହାସଲ କରିଛନ୍ତି । ସେହିଭଳି ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ମ୍ୟାଚରେ ଏହା କୋହଲିଙ୍କର ୮ମ ଶତକ । ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ସହ କୋହଲି ସୁନୀଲ ଗାଭାସ୍କରଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି । ଗାଭାସ୍କର ମଧ୍ୟ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ମ୍ୟାଚରେ ୮ଟି ଶତକ ହାସଲ କରିଛନ୍ତି । କୋହଲିଙ୍କ ଉପରେ କେବଳ ସଚିନ୍ ରହିଛନ୍ତି । ଯିଏ ଅଷ୍ଟ୍ରେଲିଆ ବିପକ୍ଷରେ ୧୧ଟି ଶତକ ହାସଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ