Masthead

ରୋଡ ଶୋ’ରେ ମୋଦିଙ୍କୁ ଫୁଲ ବର୍ଷା

କଣ୍ଣାଟକ (ବଡ଼ ଖବର ବ୍ୟୁରୋ): ମହୀଶୂରରେ ୧୬ ହଜାର କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦଘାଟନ କରିବା ପୂର୍ବରୁ ମାଣ୍ଡ୍ୟାରେ ପ୍ରାୟ ୨ କିଲୋମିଟର ପର୍ଯ୍ୟନ୍ତ ଏକ ରୋଡ ଶୋ କରିଛନ୍ତି ପ୍ରଧାନମନ୍ତ୍ରୀ । ଯେଉଁଠି ଲୋକେମାନେ ମୋଦିଙ୍କ ଉପରେ କରିଛନ୍ତି ଫୁଲ ବର୍ଷା । ରୋଡ ଶୋ ସମୟରେ ହଜାର ହଜାର ଲୋକଙ୍କୁ ଦେଖିବାକୁ ମିଳିଥିଲା। ପ୍ରଧାନମନ୍ତ୍ରୀ ମଧ୍ୟ କାରରୁ ଓହ୍ଲାଇ ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି।

ରାଜନୈତିକ ଦୃଷ୍ଟିକୋଣରୁ ମାଣ୍ଡ୍ୟାରେ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତି ମଧ୍ୟ ଗୁରୁତ୍ୱପୂର୍ଣ୍ଣ। କାରଣ ମେ ମାସରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ମାଣ୍ଡ୍ୟା ଜିଲା ପୁରୁଣା ମହୀଶୂରର ଅଞ୍ଚଳର ଏକ ପ୍ରମୁଖ ଅଂଶ ଏବଂ ପାରମ୍ପାରିକ ଭାବରେ ଜନତା ଦଳ ସେକୁଲାର (ଏସ) ର ଏକ ଗଡ଼ ହୋଇଆସୁଛି। ଏହି ଜିଲାରେ ସାତଟି ବିଧାନସଭା ନିର୍ବାଚନମଣ୍ଡଳୀ ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ