Masthead

ଓଲଟିଲା ଯାତ୍ରୀବାହୀ ବସ, ୨୫ରୁ ଅଧିକ ଯାତ୍ରୀ ଆହତ

ବାରିପଦା (ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ । ୨୫ରୁ ଅଧିକ ଯାତ୍ରୀ ଆହତ,୪ ଗୁରୁତର । ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଇନ୍ଦ୍ରାଣୀ ନାମକ ଏକ ଘାରେଇ ଯାତ୍ରୀବାହୀ ବସ କୃଷ୍ଣଚନ୍ଦ୍ରପୁର ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ ବସଟି ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାତ୍ରି ପ୍ରାୟ ୧ ଟା ବେଳେ କୃଷ୍ଣଚନ୍ଦ୍ରପୁର ଫ୍ଲାଏ ଓଭର ନିକଟରେ ଭାରସାମ୍ୟ ହରାଇ  ଜାତୀୟ ରାଜପଥରେ ଓଲଟି ପଡ଼ିଥିଲା। ତେବେ ବସରେ ବସିଥିବା୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପିଆରଏମ ମେଡିକାଲ କଲେଜରେ ଭର୍ତ୍ତି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ