ସାରା ବିଶ୍ୱରେ ନାଟୁ ନାଟୁ’ର କ୍ରେଜ: ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଓସ୍କାର ବିଜେତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଭାରତ ପାଇଁ ଏକ ଐତିହାସିକ ଦିନ। ଓସ୍କାର ୨୦୨୩ ଭାରତ ଦୁଇଟି ଓସ୍କାର ଜିତିଛି। ‘ଆରଆରଆର’ର ନାଟୁ ନାଟୁ ଗୀତ ଏବଂ ‘ଦ ଏଲିଫାଣ୍ଟ୍‌ ହ୍ବିସ୍‌ପର୍ସ’ ଏକାଡେମୀ ପୁରସ୍କାର ଜିତିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ସେଲିବ୍ରିଟି ଏହି ଦୁଇ ଫିଲ୍ମର ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ କରି କହିଛନ୍ତି ଯେ, ‘ନାଟୁ ନାଟୁ’ର ଲୋକପ୍ରିୟତା ବିଶ୍ୱବ୍ୟାପୀ। ଏହି ଗୀତ ଆଗାମୀ ବର୍ଷଗୁଡ଼ିକ ପାଇଁ ସ୍ମରଣୀୟ ହୋଇ ରହିବ। ଏହି ସମ୍ମାନ ପାଇଁ @mmkeeravaani, @boselyricist ଏବଂ ଟିମ୍‌କୁ ଅଭିନନ୍ଦନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ