Masthead

ଦନ୍ତା ହାତୀ ମୃତଦେହ ଉଦ୍ଧାର

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ବିପଦରେ ଦନ୍ତା । ଦନ୍ତା ହାତୀର ମୃତଦେହ ଉଦ୍ଧାର । ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜର ଗମ୍ଭାରୀଗୋଚ୍ଛା ନିକଟରେ ଏକ ହାତୀର ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ବନ ବିଭାଗର ଅଧିକାରୀମାନେ ପହଞ୍ଚି ଅନୁଧ୍ୟାନ କରିଛନ୍ତି। ମୃତ ହାତୀଟି ଦନ୍ତା ହୋଇଥିବା ଅନୁମାନ କରାଯାଉଛି। ରବିବାର ରାତିରେ ଉକ୍ତ ଅଞ୍ଚଳରେ ୨୨ ଟିକିଆ ହାତୀପଲ ବିଚରଣ କରୁଥିବା ବେଳେ ଆଜି ଏକ ଛୁଆ ଦନ୍ତା ମରିପଡିଥିବା ଦେଖିବାକୁ ମିଳିଛି। ହାତୀର ମୃତ୍ୟୁ କେମିତି ହେଲା ମୃତ୍ୟୁର କାରଣ କ’ଣ ସେ ନେଇ ତଦନ୍ତ କରୁଛି ବନ ବିଭାଗ ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା