Masthead

ଗରମ ଡାଲି ଢାଳି ଛାତ୍ର ମୃତ

କୋଇଡା(ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ ଡେଙ୍ଗୁଳା ସେବାଶ୍ରମରେ ଅଘଟଣ । ଗରମ ଡାଲି ଢାଳି ହୋଇ ଜଣେ ଛାତ୍ର ମୃତ । ପ୍ରତିଦିନ ଝାଡୁ ମାରିବାଠୁ ଆରମ୍ଭ କରି ରୋଷେଇ କରିବାକୁ ଛାତ୍ରଙ୍କୁ ନିୟୋଜିତ କରୁଥିଲେ ଶିକ୍ଷକ। ଶେଷରେ ଗରମ ଡାଲି ପଡ଼ି ଛାତ୍ର ଜଣକ ମୃତ୍ୟୁ ଘଟିଛି । ଅଘଟଣ ଘଟିଲା ପରେ ଆଜିବି ପିଲାଙ୍କୁ ଝାଡୁ ମାରିବାରେ ନିୟୋଜିତ କରିଥିଲେ ଶିକ୍ଷକ । ଡେଙ୍ଗୁଳା ସେବାଶ୍ରମର ଅଷ୍ଟମ ଶ୍ରେଣୀ ଛାତ୍ର ଜିଲେଟ ହୋନହାଗା ।

ଗତ ୬ ତାରିଖରେ ତାଙ୍କ ଉପରେ ଗରମ ଡାଲି ଢାଳି ହୋଇଯାଇଥିଲା । ପ୍ରଥମେ କୋଇଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଚିକତ୍ସା ପାଇଁ ଅଣାଯାଇଥିଲା । ତେବେ ସେଠାରେ ଅବସ୍ଥା ଗୁରୁତର ହେବାରୁ ୭ ତାରିଖରେ ରାଉରକେଲା ସରକାରୀ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଗତକାଲି ଗତକାଲି ମୃତ୍ୟୁ ହୋଇଥିବା ପ୍ରଧାନଶିକ୍ଷକ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା