ଆମକୁ ବାବରି ମସଜିଦ ନୁହେଁ, ରାମ ଜନ୍ମଭୂମି ଦରକାର : ହିମନ୍ତ ବିଶ୍ୱଶର୍ମା

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ କନକଗିରିରେ ଭାରତୀୟ ଜନତା ପାର୍ଟିକୁ ଶାସନ କ୍ଷମତା ଦେବାକୁ ଅପିଲ କରି କହିଛନ୍ତି ବିଶ୍ୱଶର୍ମା । ସେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ନେଇ ମଧ୍ୟ ଖୁବ୍ ବର୍ଷିଛନ୍ତି । କହିଛନ୍ତି ଆମକୁ ଏବେ ବାବରି ମସଜିଦ ନୁହେଁ, ରାମ ଜନ୍ମଭୂମି ଦରକାର । ଆମକୁ ଭାଜପାକୁ ଶାସନ କ୍ଷମତାକୁ ଆଣିବା ଦରକାର । ସେ ଆହୁରି ମଧ୍ୟ କହିଛନ୍ତି ଯେପର୍ୟ୍ୟନ୍ତ ମୋଦି ଅଛନ୍ତି, ରାହୁଲ ଗାନ୍ଧୀ କେବେବି ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ ।

ହିମନ୍ତ ବିଶ୍ୱ ଶର୍ମା ସୋମବାର କର୍ଣ୍ଣାଟକରେ ଭାଜପାର ବିଜୟ ସଂକଳ୍ପ ଯାତ୍ରା ସମୟରେ କନକଗିରିରେ ଏହା କହିଛନ୍ତି । ସେ ରାହୁଲ ଗାନ୍ଧୀଙ୍କ ଉପରେ ଅଭିଯୋଗ କରିଛନ୍ତି ଯେ ରାହୁଲ ଲଣ୍ଡନରେ ଭାରତକୁ ବଦନାମ କରିବାକୁ ଚେଷ୍ଟା କରିଛନ୍ତି । ହେଲେ ମୁଁ ତାଙ୍କୁ କହୁଛି ଯେପର୍ୟ୍ୟନ୍ତ ମୋଦି ଅଛନ୍ତି, ଆପଣ କେବେ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ