Masthead

ପୁରୀ ଅଗ୍ନିକାଣ୍ଡ, ଷ୍ଟାଟସ ରିପୋର୍ଟ ଦାଖଲ

ପୁରୀ (ବଡ଼ ଖବର ବ୍ୟୁରୋ):  ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଅଗ୍ନିକାଣ୍ଡ ଘଟଣା । ଦାଖଲ ହେଲା ଷ୍ଟାଟସ ରିପୋର୍ଟ । ଅଗ୍ନିକାଣ୍ଡରେ ହୋଇଥିବା କ୍ଷୟକ୍ଷତିର ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଛି । ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ କମିଟି ବସିଥିଲା । ମାର୍ଚ୍ଚ ୮ରେ ଅଗ୍ନିକାଣ୍ଡ ଘଟିଥିଲା । ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ପୋଡି ପାଉଁଶ ହୋଇଯାଇଥିଲା । ନିଆଁ ଲିଭାଇବା ପାଇଁ ୩୬ ଘଣ୍ଟା ସମୟ ଲାଗିଥିଲା । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ