Masthead

‘ତଦନ୍ତକାରୀ ଅଫିସର ପରିବର୍ତ୍ତନ ନହେବା ଯାଏଁ ସହଯୋଗ କରିବି ନାହିଁ’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଭେଟେରାନ ଅଭିନେତା ସତୀଶ କୌଶିକଙ୍କ ମୃତ୍ୟୁ ଘଟଣା । ତଦନ୍ତକାରୀ ଅଫିସରପରିବର୍ତ୍ତନ ନହେବା ପର୍ଯ୍ୟନ୍ତ ତଦନ୍ତରେ ସହଯୋଗ କରିବେ ନାହିଁ ବୋଲି କହିଛନ୍ତି ବିକାଶ ମମାଲୁଙ୍କ ପତ୍ନୀ । ସ୍ବାମୀଙ୍କ ବିରୋଧରେ ଅଭିଯୋଗ କରିବା ପରେ ଦିଲ୍ଲୀ ପୁଲିସ ବିକାଶ ମାଲୁଙ୍କ ଦ୍ବିତୀୟ ପତ୍ନୀଙ୍କ ବୟାନ ରେକର୍ଡ଼ କରିବାକୁ ଡାକିଥିଲେ । କିନ୍ତୁ ସେ ହାଜର ହେବା ପରିବର୍ତ୍ତେ ତଦନ୍ତକାରୀ ଅଫିସର ପରିବର୍ତ୍ତନ ନହେବା ଯାଏଁ ତଦନ୍ତରେ ସହଯୋଗ କରିବେ ନାହିଁ ବୋଲି ସେ କହିଛନ୍ତି ।

ବିକାଶ ମାଲୁଙ୍କ ପତ୍ନୀ ତାଙ୍କ ସ୍ୱାମୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଅଭିନେତା ସତୀଶ କୌଶିକ ଏବଂ ତାଙ୍କ ସ୍ୱାମୀଙ୍କର ବ୍ୟାବସାୟିକ ଲିଙ୍କ ଥିଲା । ଉଭୟଙ୍କ ମଧ୍ୟରେ ଆର୍ଥିକ ବିବାଦ ଥିଲା। ଯେହେତୁ କୌଶିକ ଫାର୍ମହାଉସରେ ଅସୁସ୍ଥ ହୋଇଥିଲେ ଏବଂ ପରେ ତାଙ୍କର ମୃତ୍ୟୁ ହୋଇଥିଲା, ଏଥିପାଇଁ ତାଙ୍କ ସ୍ବାମୀଙ୍କ ଭୂମିକା ସନ୍ଦେହଘେରକୁ ଆସୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି