ରାଜ୍ୟରେ ୩ ବର୍ଷରେ ୭୫୦ ରାସ୍ତା: ପ୍ରୀତିରଞ୍ଜନ ଘଡ଼େଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୩ ବର୍ଷରେ ରାଜ୍ୟରେ ନିର୍ମାଣ ହୋଇଛି ୭୫୦ ରାସ୍ତା । ୨ହଜାର ୪୨୨ କୋଟି ବ୍ୟୟରେ ରାସ୍ତା ନିର୍ମାଣ କରାଯାଇଛି । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହି ତିନି ବର୍ଷରେ ୫ ହଜାର ୮୬ କୋଟି ବ୍ୟୟରେ ୨ ହଜାର ୮୭ ଟି ରାସ୍ତା ନିର୍ମାଣ ହୋଇଛି। ୫ ବର୍ଷ ଅବଧି ପୂରଣ ହୋଇସାରିଥିବା ୩୫୯୦ ଟି ରାସ୍ତାର ମରାମତି ପାଇଁ ୩୯.୩୭ କୋଟି ଟଙ୍କା ଖର୍ଚ୍ଚ ହୋଇଛି।

ରାଜ୍ୟର ଅନ୍ୟ ୬୬୨୪ ଟି ରାସ୍ତା ମରାମତି ପାଇଁ ୧୧.୮୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହି ତିନି ବର୍ଷରେ ୧୧୮୪ କୋଟି ଟଙ୍କା ବ୍ୟୟରେ ୫୦୩ ଟି ବିଜୁସେତୁ ନିର୍ମାଣ ହୋଇଛି। ୨୦୨୩-୨୪ ବର୍ଷରେ ୫୨୬ ଟି ବିଜୁ ସେତୁ ନିର୍ମାଣ ପାଇଁ ୧୯୨୪ କୋଟି ବ୍ୟୟ ବରାଦ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ