Masthead

ସମଲିଙ୍ଗୀ ବିବାହ, ଏପ୍ରିଲ ୧୮କୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ସମଲିଙ୍ଗୀ ବିବାହ ମାମଲା । ଏପ୍ରିଲ ୧୮କୁ ଘୁଞ୍ଚିଲା ଶୁଣାଣି । ୫ ଜଣିଆ ଖଣ୍ଡପୀଠରେ ଶୁଣାଣି କରିବେ ସୁପି୍ରମକୋର୍ଟ । ସୁପ୍ରିମକୋର୍ଟରେ ଦାଖଲ କରିଥିବା ସତ୍ୟପାଠରେ କେନ୍ଦ୍ର ସରକାର ଉଲ୍ଲେଖ କରିଥିଲେ ଯେ ସମଲିଙ୍ଗୀ ବିବାହକୁ ପାରିବାରିକ ବ୍ୟବସ୍ଥାର ବିରୋଧୀ । ସୋମବାର ଏହି ମାମଲାର ଶୁଶାଣି ପାଇଁ ଧାର୍ୟ୍ୟ ହୋଇଥିଲା ।କିନ୍ତୁ ସର୍ବୋଚ୍ଚ ଅଦାଲତ ସମଲିଙ୍ଗୀ ବିବାହ ସମ୍ପର୍କିତ ଆବେଦନକୁ ସାମ୍ବିଧାନିକ ବେଞ୍ଚକୁ ପଠାଇ ଦେଇଛନ୍ତି ।

ଏପ୍ରିଲ ୧୮ ତାରିଖରେ ହେବାକୁଥିବା ଶୁଣାଣିର ସିଧାପ୍ରସାରଣ ୱେବସାଇଟ୍ ଓ ୟୁଟ୍ୟୁବରେ ହେବ । ବର୍ତ୍ତମାନ ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବା ପାଇଁ ହୋଇଥିବା ଆବେଦନର ଶୁଣାଣି ୩ଜଣିଆ ଖଣ୍ଡପୀଠ କରୁଥିଲେ । କିନ୍ତୁ ଏବେ ଏହାର ଶୁଣାଣି ୫ଜଣିଆ ସାମ୍ବିଧାନିକ ଖଣ୍ଡପୀଠ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ