Masthead

ଜଙ୍ଗଲ ନିଆଁ ମନୁଷ୍ୟକୃତ: ପ୍ରଦୀପ ଅମାତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଙ୍ଗଲ ନିଆଁକୁ ନେଇ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ । ସେ କହିଛନ୍ତି ଜଙ୍ଗଲ ନିଆଁ ମନୁଷ୍ୟକୃତ । କେହି ଦୁର୍ବୃତ୍ତ ଶିକାର ପାଇଁ ନିଆଁ ଲଗାଉଛନ୍ତି । ଆଉ କିଏ ମହୁଲ ଓ ଶାଳ ମଞ୍ଜି ସଂଗ୍ରହ ପାଇଁ ନିଆଁ ଲଗାଉଛନ୍ତ । କିଛି ସମୟରେ ବି ନିଆଁ ଲାଗୁଛି । କେବଳ ଜଙ୍ଗଲ ନୁହେଁ ଚାଷ ଜମିରେ ବି ନିଆଁ ଲାଗୁଥିବା ନେଇ ସାଟେଲାଇଟ ସର୍ଭେରୁ ଜଣାପଡିଛି । ୯୮% ନିଆଁ ଆୟତ୍ତ କରାଯାଇଛି । ତୁରନ୍ତ ଦୁର୍ବୃତ୍ତଙ୍କୁ ଚିହ୍ନଟ କରି କାର୍ଯ୍ୟାନୁଷ୍ଠାନ ନେବାକୁ ତଳସ୍ତର ଅଧିକାରୀମାନଙ୍କୁ ନିଦେ୍ର୍ଦଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ