Masthead

ଟୁଇଟ କରି ବର୍ଷାଙ୍କୁ ଅନୁରୋଧ କଲେ ଅନୁଭବ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): କିଛି ଦିନର ନିରବତା ପରେ ପୁଣି ସାମ୍ନାକୁ ଆସିଛି ଷ୍ଟାର କପୁଲଙ୍କ କଳି । ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବୈବାହିକ ଜୀବନକୁ ନେଇ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ଧରୁନି । କିଛି ଦିନର ନିରବତା ପରେ ପୁଣି ଟୁଇଟ କରି ବର୍ଷାଙ୍କୁ ଟାର୍ଗେଟ କରିଛନ୍ତି ଅନୁଭବ । ଅନୁଭବ ଟୁଇଟରେ ବର୍ଷାଙ୍କୁ ଟାଗ କରି ଲେଖିଛନ୍ତି,  ପିଲାଙ୍କ ଖୁସି ବାପାମାଆ ସବୁବେଳେ ଚାହାନ୍ତି । ଆମେ ଜାଣୁ କିଏ ଠିକ୍ ଏବଂ କିଏ ଭୁଲ । ମୋ ବାପାଙ୍କ ଦେହ ବହୁତ ଖରାପ, ସେ ଗୁରୁତର ଅବସ୍ଥାରେ ଆଇସିୟୁରେ ଅଛନ୍ତି । ତୁମକୁ ମୁଁ ହାତଯୋଡି କହୁଛି ଡେରି ନକରି ଶୀଘ୍ର ଦୂରେଇ ଯାଅ । ଆଉ ମୋ ବାପାମାଆଙ୍କୁ ଶାନ୍ତିରେ ଟିକେ ନିଶ୍ୱାସ ନେବାକୁ ଦିଅ । ମହାପ୍ରଭୁ ତୁମର ମଙ୍ଗଳ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ