Masthead

୧0 ଦଫା ଦାବିରେ ଆନ୍ଦୋଳନ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଅଲ୍ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଛି । ବାସୁଦେବପୁର ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ଅଖଚକ ବନ୍ଦ କରାଯାଇଛି । ସକାଳୁ ଭଦ୍ରକ ଜିଲ୍ଲା ବାସୁଦେବପୁରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଡ୍ରାଇଭରମାନେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦଳନ କରୁଥିବା ଦେଖିବାକୁ ମିଳିଛି । ଷ୍ଟିଅରିଂ ଛାଡ଼ି ଏବେ ରାଜରାସ୍ତାରେ ବସିଛନ୍ତି ଡ୍ରାଇଭର ।

ନିଜର ଦାବି ପୂରଣ ନହେବା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହି ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି । ଦୁର୍ଘଟଣାରେ ଡ୍ରାଇଭର ମୃତୁ୍ୟରେ ୨୦ ଲକ୍ଷ ଟଙ୍କାର ବୀମାରାଶି, ରାଜରାସ୍ତାର ପ୍ରତ୍ୟକ ୧୦୦ କିଲୋମିଟରରେ ବିଶ୍ରାମ ଗୃହ, ଡ୍ରାଇଭର ସୁରକ୍ଷା, ନେଇ ସରକାରଙ୍କ ପାଖରେ ଦାବି ରଖିଛନ୍ତି । ଡ୍ରାଇଭର ମହାସଂଘର ଆନ୍ଦୋଳନରେ ସାଧାରଣ ଜନତା ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?