Masthead

ସରକାରଙ୍କ ପ୍ରତିଶ୍ରୁତି ଗଲା କୁଆଡେ: ତାରାପ୍ରସାଦ ବାହିନୀପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟବ୍ୟାପୀ ଡ୍ରାଇଭରମାନେ ତାଙ୍କ ହକ ପାଇଁ ଲଢେଇ କରୁଛନ୍ତି। ଚକଅଖ ବନ୍ଦ କରି ରଖିଛନ୍ତି। ସରକାର କଣ ପାଇଁ ଚୁପ୍ ବୋଲି ଶୂନ୍ୟକାଳରେ ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ସମର୍ଥନ ଜଣାଇ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କହିଛନ୍ତି ସରକାର ଚାହୁଛନ୍ତି କଣ ? ପୂର୍ବରୁ ବି ଡ୍ରାଇଭରମାନେ ଗାନ୍ଧୀ ମାର୍ଗରେ ନିଜ ହକ ପାଇଁ ଦାବି ଜଣାଇଥିଲେ। ସରକାର ବି ପ୍ରତିଶ୍ରୁତି ଦେଲେ । ବାସ୍ତବରେ ପ୍ରତିଶ୍ରୁତି କୁଆଡେ ଗଲା । ସରକାର ଯଦି ତାଙ୍କ କଥା ନ ବୁଝିବେ ରାଜ୍ୟରେ ସ୍ଥିତି ସଙ୍ଗୀନ ହେବ। ଏ ଦିଗରେ ବାଚସ୍ପତି ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଉଭୟ ସଦସ୍ୟ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ; ୯ ମୃତ 🔴 ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ଦିଲ୍ଲୀରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ; ୯ ମୃତ 🔴 ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ