Masthead

ମାଆ ସାଜିଲା ସଇତାନ, ତିନିବର୍ଷର ଶିଶୁକୁ ଦେଲା ଚେଙ୍କ

ଯାଜପୁର (ବଡ଼ ଖବର ବ୍ୟୁରୋ):  ମା’ ସାଜିଲା ସଇତାନ ।  ତିନିବର୍ଷର ଶିଶୁକୁ ଦେଲା ଚେଙ୍କ । ଗୁରୁତର ଶିଶୁକୁ ଉଦ୍ଧାର କଲେ ଶିଶୁ ସୁରକ୍ଷା ଅଧିକାରୀ । ଦିନେ ନୁହେଁ, ଦୀର୍ଘ ଦିନ ଧରି ପୁଅକୁ ଚେଙ୍କ ଦେଉଥିଲା ଜନ୍ମଦାତ୍ରୀ ମା’। ଏମିତି ଲୋମହର୍ଷଣକାରୀ ଘଟଣା ଘଟିଛି ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ବୈରୀ ଥାନା ଛତିଆ ଅଞ୍ଚଳରେ। କାଇମାଟିଆ ଗ୍ରାମର ରଶ୍ମି ମହାପାତ୍ର ନିଜର ତିନିବର୍ଷର ପୁଅ ସହ ଛତିଆ ଅଂଚଳରେ ଭଡାଘର ନେଇ ରହି ଆସୁଥିଲେ। ବିଭିନ୍ନ ସମୟରେ ପୁଅକୁ ମାଡ଼ ମାରନ୍ତି ରଶ୍ମି ।

ଚେଙ୍କ ମଧ୍ୟ ଦିଅନ୍ତି। ଏହାକୁ ସ୍ଥାନୀୟ ଅଂଚଳର ଲୋକେ ଏହାକୁ ବିରୋଧ କରିବା ସହ କାଇମାଟିଆ ସରପଞ୍ଚଙ୍କୁ ଅବଗତ କରାଇ ଥିଲେ। ସରପଞ୍ଚ ଶିଶୁଟିକୁ ଉଦ୍ଧାର କରି ନିଜ ପାଖରେ ରଖି ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଜଣାଇ ଥିଲେ। ଶିଶୁ ସୁରକ୍ଷା ୟୁନିଟର ଅଧିକାରୀମାନେ ପହଂଚି ଶିଶୁପୁତ୍ରକୁ ଉଦ୍ଧାର କରି ନିଜ ହେପାଜତକୁ ନେଇଛନ୍ତି। ଏ ନେଇ ଆଇନଗତ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଶିଶୁ ସୁରକ୍ଷା ୟୁନିଟର କର୍ମକର୍ତା କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ