Masthead

ବିହାର ବିଧାନସଭା ବାହାରେ ହାଇ ଡ୍ରାମା

ପାଟନା (ବଡ଼ ଖବର ବ୍ୟୁରୋ): ବିହାର ବିଧାନସଭା ବାହାରେ ହାଇ ଡ୍ରାମା । ମିଠା ବଣ୍ଟାଗଲା, ପୋଷାକ ଚିରାଚିରି ହେଲେ । ମୁହାଁମୁହିଁ ହେଲେ ବିଜେପି-ଆରଜେଡି । ଜମି ଦୁର୍ନୀତି ମାମଲାରେ ଜାମିନ ମିଳିବା ଖୂସିରେ ଆରଜେଡି ବିଧାୟକମାନେ ବିଧାନସଭା ବାହାରେ ମିଠା ବାଣ୍ଟିଥିଲେ । ମିଠା ବାଣ୍ଟିବା ବେଳେ ଧାରଣାରେ ବସିଥିବା ବିଜେପି ବିଧାୟକଙ୍କ ସହ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଥିଲା । ଏଥିରେ ବିଜେପି ବିଧାୟକ ଅରୁଣ ସିହ୍ନାଙ୍କ କୁର୍ତ୍ତା ମଧ୍ୟ ଚିରିଯାଇଥିଲା।

ମାଇକ ଭାଙ୍ଗିବା ଅଭିଯୋଗରେ ବିଜେପି ବିଧାୟକମାନେ ବିଧାନସଭା ବାହାରେ ଧାରଣାରେ ବସିଥିଲେ। ଏହି ସମୟରେ ଆରଜେଡି ବିଧାୟକ ଲାଲୁ ଯାଦବ ଜାମିନ ପାଇବା ପରେ ମିଠା ବାଣ୍ଟିବାକୁ ବାହାରିଥିଲେ। ଦୁଇପକ୍ଷଙ୍କ ମଧ୍ୟରେ ଆରୋପପ୍ରତ୍ୟାରୋପରୁ ମାମଲା ଧସ୍ତାଧସ୍ତି ଆରମ୍ଭ ହୋଇଥିଲା। ବିଜେପି ବିଧାୟକମାନେ ଅଭିଯୋଗ କରିଛନ୍ତି ଆରଜେଡି ବିଧାୟକମାନେ ଧାରଣାରେ ବସିଥିବା ବିଧାୟକଙ୍କ ଉପରକୁ ଲଡୁ ଫିଙ୍ଗିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ