Masthead

ଡାକ୍ତରଙ୍କ ଅବହେଳା ଯୋଗୁ ଚାଲିଗଲା ନିରୀହ ଜୀବନ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ଚିକିତ୍ସା ଅବହେଳାରୁ ଗଲା ନିରୀହ ଶିଶୁର ଜୀବନ ।ଏଭଳି ଅଭିଯୋଗ କରିଛନ୍ତି ପରିବାର ଲୋକେ । ମୃତକ ହେଲେ ପୁଇଁତଲା ଥାନା ବୁବେଲ ଗାଁର ଗୋପାଳ ନାଏକଙ୍କ ତିନି ବର୍ଷର ପୁଅ ମୃତ୍ୟୁଞ୍ଜୟ ନାଏକଙ୍କ । ଡାକ୍ତର ଓ ନର୍ସଙ୍କ ଚିକିତ୍ସାରେ ଅବହେଳା ଯୋଗୁଁ ଶିଶୁର ମୃତ୍ୟୁ ହୋଇଥିବା ବାପା ଓ ସଂର୍ପକୀୟ ଅଭିଯୋଗ କରିଛନ୍ତି। ସୂଚନା ଅନୁସାରେ ତିନିଦିନ ତଳେ ମୃତ୍ୟୁଞ୍ଜୟଙ୍କ ଝାଡା ହେଉଥିବାରୁ ଭୀମଭୋଇ ମେଡିକାଲକୁ ଆଣିଥିଲେ ପରିବାର ଲୋକେ ।

ହେଲେ ଡାକ୍ତର ଫେରାଇ ଦେଇଥିଲେ। ଗତକାଲି ମଧ୍ୟ ଶିଶୁର ସ୍ବାସ୍ଥ୍ୟ ଗୁରୁତର ହୋଇଥିଲେ ମଧ୍ୟ ଡାକ୍ତର ଦେଖିନଥିଲେ। ରାତି ୧୧ଟାରେ ରାଉଣ୍ଡରେ ହିଁ ଦେଖିଥିଲେ। କିନ୍ତୁ ଟେଷ୍ଟ ଓ ଆନୁସଂଙ୍ଗିକ ଚିକିତ୍ସା ଦେବା ଅବହେଳା ଯୋଗୁଁ ପୁଅର ମୃତ୍ୟୁ ହୋଇଥିବା ଶିଶୁର ବାପା ଓ ଶିଶୁର ମାମୁଁ ଅଭିଯୋଗ କରିଛନ୍ତି। ସେପଟେ ଡାକ୍ତର ଅବହେଳାରୁ ଶିଶୁ ମୃତ୍ୟୁ ଘଟଣାରେ ମେଡିକାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼