Masthead

ଷ୍ଟିଅରିଂ ଛାଡ଼ ଆନ୍ଦୋଳନର ଦ୍ୱିତୀୟ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଷ୍ଟିଅରିଂ ଛାଡ଼ ଆନ୍ଦୋଳନର ଦ୍ୱିତୀୟ ଦିନ । ଜୋରଦାର ହେଉଛି ଆନ୍ଦୋଳନ। ଠୋସ୍ ନିଷ୍ପତ୍ତି ନନେବା ଯାଏଁ ଜାରି ରହିବ ଆନ୍ଦୋଳନ। ବ୍ଲକ୍‌, ପଞ୍ଚାୟତଠାରୁ ଆରମ୍ଭ କରି ରାଜରାସ୍ତା ସବୁଠି ଡ୍ରାଇଭରମାନେ ଏକାଠି ହୋଇ ପ୍ରତିବାଦ ଚଳାଇଛନ୍ତି । ଅଧିକାଂଶ ସ୍ଥାନରେ ଚାଳକମାନେ ଶୋଭାଯାତ୍ରା କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଇ ରାସ୍ତାରେ ବ୍ୟବସାୟିକ ଯାନବାହାନ ଚଳାଚଳକୁ ବିରୋଧ କରାଯାଇଛି ।

କିଛି ସ୍ଥାନରେ ବସ୍‌, ଟ୍ରକ୍‌, ଟ୍ୟାକ୍ସି ଏବଂ ସର୍ବସାଧାରଣ ପରିବହନ ଯାନକୁ ଆନ୍ଦୋଳନକାରୀମାନେ ଅଟକାଇଥିଲେ । ରାଜ୍ୟରେ କେବଳ ମୋ ବସ୍ ଚାଲୁଥିବା ବେଳେ ଡ୍ରାଇଭର ସଂଘ ମୋ ବସ୍ କୁ ମଧ୍ୟ ଅଟକାଇଛନ୍ତି । ଯାହାଦ୍ୱାରା ରାଜ୍ୟରେ ବସ୍ ଚଳାଚଳ ସମ୍ପୂର୍ଣ୍ଣ ଠପ୍ ହୋଇଛି । ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଫଳରେ ରାଜଧାନୀଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ସହରାଞ୍ଚଳ ରାଜରାସ୍ତାରେ ଗାଡ଼ିଗୁଡ଼ିକର ଲମ୍ବା ଲାଇନ୍‌ ଦେଖିବାକୁ ମିଳିଥିଲା । ତେବେ କିଛି ଡ୍ରାଇଭର୍‌ ସଂଘ ଏହି ଆନ୍ଦୋଳନକୁ ସମର୍ଥନ କରିନାହାନ୍ତି । ୧୦ ଦଫା ଦାବି ନେଇ ଆନ୍ଦୋଳନ ଜାରି ରଖିଛନ୍ତି ଡ୍ରାଇଭର ମହାସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା