Masthead

ଡ୍ରାଇଭର ସଙ୍ଘ ବନାମ ଅଟୋ ସଙ୍ଘ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରାଇଭର ସଂଘ ଷ୍ଟ୍ରାଇକକୁ ବିରୋଧ କରି ଅଟୋ ସଂଘର ଆନ୍ଦୋଳନ । ଆନ୍ଦୋଳନକୁ ଓହ୍ଲାଇଛନ୍ତି ସ୍ମାର୍ଟସିଟି ଅନଲାଇନ ଅଟୋ ସଂଘ । ରାଜଧାନୀରେ ପାଖାପାଖି ୧୦ ହଜାର ଅଟୋ ରିକ୍ସା ଚାଳକ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଅଟୋରିକ୍ସା ଚାଳକମାନେ ଲୋୟର ପିଏମଜିରେ ଧାରଣା ଦେଇଛନ୍ତି । ସଂଘ କହିଛି, ଷ୍ଟିଅରିଂ ଛାଡ ଆନ୍ଦୋଳନ ବେଳେ ଧର୍ମଘଟ ନାଁରେ ଆନ୍ଦୋଳନକାରୀ ବିଶୃଙ୍ଖଳା କରୁଛନ୍ତି ।

ଅନଲାଇନ୍ କ୍ୟାବ୍ ଓ ଅଟୋ ମହାସଂଘ ଆନ୍ଦୋଳନକୁ ସମର୍ଥନ କରୁନାହାନ୍ତି । କିନ୍ତୁ ଅଟୋରିକ୍ସା ଚାଳକଙ୍କୁ ଆନ୍ଦୋଳନକାରୀମାନେ ଅପମାନିତ କରୁଛନ୍ତି । କିଛି ସ୍ଥାନରେ ଅଟୋ ରିକ୍ସା ଚାଳକମାନେ ଦୁର୍ବ୍ୟବହାରର ଶିକାର ହେଉଛନ୍ତି । ଏହାର ପ୍ରତିବାଦରେ ମାଷ୍ଟରକ୍ୟାଣ୍ଟିନରୁ ଲୋୟର ପିଏମଜି ଓ ଜନପଥରେ ଅଟୋରିକ୍ସା ରଖି ଆନ୍ଦୋଳନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ